ଗ୍ଲାଡିଓଲସ୍ (Gladiolus) ଫୁଲ ଚାଷ
Previous Next ଗ୍ଳାଡିଓଲସ ନାମଟି ଲାଟିନ ଶବ୍ଦ ଗ୍ଲୋଡିୟସ ରୁ ଆସିଅଛି ଯାହାର ଅର୍ଥ ତଲୱାର ହୋଇଥାଏ l କାରଣ ଏହାର ପତ୍ରର ସ୍ୱରୂପ ଖଣ୍ଡା ଭଳି ହୋଇଥାଏ l ଏହାକୁ ଫୁଲମାନଙ୍କର ରାଣୀ ବୋଲି ମଧ୍ୟ କୁହାଯାଏ l ଓଡ଼ିଶାରେ ‘ଗ୍ଲଡିଓଲସ୍’ ଫୁଲର ଚାହିଦା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସେପ୍ଟେମ୍ବରରୁ ନଭେମ୍ବର ମାସ ମଧ୍ୟରେ ଲଗାଯାଇଥବା ଫସଲରେ ଫୁଲ ଭଲ ହୁଏ । ବୁକେ, ଘରସାଜସଜା, ଉତ୍ସବଗୁଡିକରେ ଫୁଲର ବେଶ ଆଦର […]
ଗ୍ଲାଡିଓଲସ୍ (Gladiolus) ଫୁଲ ଚାଷ Read More »