କପା ଚାଷ
ଆମ ରାଜ୍ୟ ଓଡ଼ିଶାର କପା ଏକ ମୁଖ୍ୟ ତନ୍ତୁ ଜାତୀୟ ଫସଲ । ଖରିଫ୍ ଋତୁରେ ଜମିରେ ଏହି ଫସଲ ବ୍ୟବସାୟିକ ଭିତ୍ତିରେ ଚାଷ କରିଥାନ୍ତି । ଆମ ରାଜ୍ୟରେ ମୁଖ୍ୟତଃ ୪/୫ଟି ଜିଲ୍ଲାରେ କପାକୁ ବ୍ୟବସାୟିକ ଭିତ୍ତିରେ ଚାଷ କରିଥାନ୍ତି କିନ୍ତୁ ଆମର ହାରାହାରି ଅମଳ ସର୍ବଭାରତୀୟ ସ୍ତରର ଅମଳ ଠାରୁ ବହୁତ କମ୍ ।କପା ଫସଲ ପାଇଁ ବିଶେଷ କରି ଉଷ୍ମ ଜଳବାୟୁ ଅତ୍ୟନ୍ତ ଅନୁକୂଳ । ସ୍ୱଳ୍ପ ବୃଷ୍ଟିପାତ ଏବଂ ୨୦-୪୦ ଡିଗ୍ରୀ […]